India Languages, asked by kaurinderjit1311, 10 months ago


ମଧୁବାବୁଙ୍କ ବିଷୟରେ ଯାହା ଜାଣିଲେ ପାଞ୍ଚଟି ବାକ୍ୟ ଲେଖୁବା ।​

Answers

Answered by sujatapinkyhota
2

Answer:

ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର,[୨] ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ ।[୩] ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-

ମଧୁସୂଦନ ଦାସ

ଜନ୍ମ ଓ ଜନ୍ମସ୍ଥାନ୨୮ ଅପ୍ରେଲ ୧୮୪୮

ସତ୍ୟଭାମାପୁର, କଟକ ଜିଲ୍ଲାମୃତ୍ୟୁ୪ ଫେବୃଆରୀ ୧୯୩୪(ବୟସ ୮୫)ବୃତ୍ତିଅଧ୍ୟାପକ, ବାରିଷ୍ଟରଜାତୀୟତାଭାରତୀୟଶିକ୍ଷାଏମ.ଏ. ଏଲ.ଏଲ.ବି.ଶିକ୍ଷାନୁଷ୍ଠାନକଲିକତା ବିଶ୍ୱବିଦ୍ୟାଳୟଜୀବନ ସାଥିସୌଦାମିନୀସନ୍ତାନଶୈଳବାଳା ଦାସ (ପାଳିତ କନ୍ୟା)[୧]ବାପା ବୋଉଚୌଧୁରୀ ରଘୁନାଥ ଦାସ ଓ ପାର୍ବତୀ ଦେବୀଜ୍ଞାତି କୁଟୁମ୍ବରମାଦେବୀ ଚୌଧୁରୀ (ଝିଆରି)

Explanation:

HOPE THIS HELPS YOU

PLEASE MARK ME AS BRAINLIEST

Similar questions