Biology, asked by kaminelatabehera0003, 2 months ago

(କ) ଦୁରାମ୍ବାର ଅର୍ଥ କ'ଣ ? ​

Answers

Answered by bhupendravarma2007
0

Explanation:

ଭାଇନା, କ'ଣ କଲା ସେ, ୨୦୧୬ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ ଚଳଚ୍ଚିତ୍ର । ଓଡ଼ିଆ ଚଳଚ୍ଚିତ୍ର ଜଗତରେ କାଷ୍ଟିଂକାଉଚର ସତ୍ୟାସତ୍ୟକୁ ନେଇ ସଞ୍ଜୟ ନାୟକଙ୍କ ନିର୍ଦ୍ଦେଶନାରେ ଏହି ଚଳଚ୍ଚିତ୍ରଟି ନିର୍ମାଣ ହୋଇଥିଲା । ଏଥିରେ ହାସ୍ୟ ଅଭିନେତା ବାଳକୃଷ୍ଣ, ପପୁ ପମ ପମଙ୍କ ଭଳି ଦେଖାଯାଉଛନ୍ତି । ଚଳଚ୍ଚିତ୍ରଟିରେ ସଙ୍ଗୀତ ନିର୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦ ।[୨] ପ୍ରଥମାବସ୍ଥାରେ ଏହି ଚଳଚ୍ଚିତ୍ରଟିର ନାମ ଏକ୍ସକ୍ୟୁଜ ମି କ'ଣ କଲା ସେ ଥିଲା, ମାତ୍ର ପରବର୍ତ୍ତୀ ସମୟରେ ଏହାର ଶୀର୍ଷକ‌କୁ ବଦଳାଇ ଭାଇନା, କ'ଣ କଲା ସେ କରାଯାଇଥିଲା ।

Similar questions