Chinese, asked by hemantkujoshi, 2 days ago

ରଜ କଣ ଭାଇ କିଏ କହିବ କି​

Answers

Answered by sujatapinkyhota
1

Answer:

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ

Answered by sameehatashin05
0

Answer:

mark me as brainliest

ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ

Similar questions