ପାଠ: କଳା ମାଣିକରେ।
ପ୍ରଶ୍ନ:
୧) କଳା ମାଣିକରେ କବିତାର କବି କିଏ? କେଉଁ କାବ୍ୟରୁ କଳା ମାଣିକରେ ଅଣାଯାଉଛି?
୨) ଏହି କବିତାରେ, ମାତା ଯଶୋଦାଙ୍କ ମାତୃ ସ୍ନେହ କିପରି ଦେଖିବାକୁ ମିଳିଛି?
୩) ମାତା ଯଶୋଦାଙ୍କ ମନରେ କୃଷ୍ଣଙ୍କ ପାଦରେ କଣ୍ଟା ଫୁଟିଯିବାର ଆଶଙ୍କା କାହିଁକି ଆସିଛି?
This language is odia, Those who know odia, only they will answer the questions!
Others who don't know, don't give answer!
Answers
Answer:
ଭାଷା ମାଆ ପାଇଁ କବିତାଟିଏ //କରୁଣାକର ମଲିକ
[ଆମ ଭାଷାକୁ ମାରିଦେବା ପାଇଁ ଆମ ରାଜ୍ୟ ମୁଖ୍ୟମନ୍ତ୍ରୀ ଯେଉଁ ଚକ୍ରାନ୍ତ ଚଳାଇଛନ୍ତି ତା କବଳରେ ପଡ଼ି ଆମ ଜାତିର ପରିଚୟ ଏବେ ବିପଦାପନ୍ନ । ତାକୁ ବିପଦମୁକ୍ତ କରିବା ପାଇଁ ଆମେ ଯେଉଁ ଭାଷା ଆନ୍ଦୋଳନ ଚଳାଇଛୁ, ତାହା ପ୍ରତ୍ୟାହୃତ ହୋଇସାରିଛି ବୋଲି ଏକଦା ଆନ୍ଦୋଳନ ପ୍ରତିଷ୍ଠତାଙ୍କ ଦୁଇ ସହଯୋଗୀଙ୍କଠାରୁ କଳା ଟଙ୍କା ଦେଇ ମୁଖ୍ୟମନ୍ତ୍ରୀ ଲେଖେଇନେଇଛନ୍ତି । ଗୋଟିଏ ରାଜ୍ୟର ମୁଖ୍ୟମନ୍ତ୍ରୀ ସେହି ରାଜ୍ୟର ମାତୃଭାଷାକୁ ମାରିଦେବା ପାଇଁ ଏପରି କୁତ୍ସିତ ଚକ୍ରାନ୍ତ କରିବା ସାରା ବିଶ୍ଵରେ ବିରଳ । ବିଶ୍ଵରେ ବିରଳ ମଧ୍ୟ ଆମ ଆନ୍ଦୋଳନ ପରି ଏକ ଆନ୍ଦୋଳନ, ଯାହା ନିଜର ମାତୃଭାଷାକୁ ସରକାରୀ ଷଡ଼ଯନ୍ତ୍ର କବଳରୁ ରକ୍ଷା କରିବା ପାଇଁ ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ବର୍ଷ ବର୍ଷ ଧରି ନୀରବରେ ନିଜର ଦାବି ନିବେଦନ କରିପାରେ । ଏହି ଆନ୍ଦୋଳନ ଏତେ ନୀତିନିଷ୍ଠ ଯେ, କରୋନା ପରିଚାଳନାରେ ସରକାରଙ୍କୁ ଚାପମୁକ୍ତ ରଖିବା ପାଇଁ ଏହା ପ୍ରତ୍ୟହ ଚଳାଇଥିବା କଳାପତାକା ଅଭିଯାନକୁ କାୟିକତଃ ସ୍ଥଗିତ ରଖିଛି ; କିନ୍ତୁ ଅବ୍ୟାହତ ରଖିଛି ବୌଦ୍ଧିକ ସ୍ତରରେ । ପ୍ରତିଦିନ ଆନ୍ଦୋଳନର ଦାବି ଅଦ୍ୟତନ କରାଯିବା ସଙ୍ଗେ ସଙ୍ଗେ ପ୍ରତି ରବିବାର ସନ୍ଧ୍ୟା ୭ରୁ ଚାଳୁଛି ନଭମଞ୍ଚ ମାଧ୍ୟମରେ ଏହାର ସାରସ୍ଵତ ସାଙ୍ଗଠନିକ ଅଧିବେଶନ ; ଏବଂ ପ୍ରତି ସୋମବାର ପୂର୍ବାହ୍ନ ୧୦ରେ ଫେସବୁକରେ ଥିବା ‘ଭାଷା ମାଆ ପାଇଁ ପଦେ’ ପୃଷ୍ଠାରୁ ଜଣେ ବିଜ୍ଞ ଓଡ଼ିଆ ଆନ୍ଦୋଳନର ଦାବି ଯଥାର୍ଥ ଓ ତାହାକୁ ସରକାର ମାନିନିଅନ୍ତୁ ବୋଲି ସାରଗର୍ଭକ ପରାମର୍ଶ ଦେଉଛନ୍ତି ସରକାରଙ୍କୁ । ବିଶ୍ଵର ଆନ୍ଦୋଳନ ଇତିହାସରେ ଏହା ଯେତିକି ବିରଳ, ସେତିକି ଅଭିନବ । ଏହି କ୍ରମରେ ଅନୁଷ୍ଠିତ ରବିବାସରୀୟ ଅଧିବେଶନରେ ଯେଉଁ ସମସ୍ତ ଭାଷାମନସ୍କ କବିତା ଉପସ୍ଥାପିତ ହେବ, ସେଗୁଡ଼ିକୁ ଏହି ମଞ୍ଚରେ ଆମେ ‘ଭାଷା ମାଆ ପାଇଁ କବିତାଟିଏ ‘ ପୃଷ୍ଠାରେ ସ୍ଥାନିତ କରିବୁ । (ସୁଭାଷ ଚନ୍ଦ୍ର ପଟ୍ଟନାୟକ )]
Explanation:
hope it's helpful to you M'lady bugaboo!