Hindi, asked by sharmajagadish33, 11 hours ago

?

ଗ) ପିମ୍ପୁଡ଼ିମାନେ ଝିଟୁଆ ସହିତ କିପରି ଲଢ଼ିଲେ​

Answers

Answered by deepak9140
1

Explanation:

ଭୁବନେଶ୍ୱର: ଓଡ଼ିଶା କଳା, ନାଚ, ସଂଗୀତରେ ଭରା ଏକ ରାଜ୍ୟ । ଅତୀତରେ ଅନେକ ରାଜାଙ୍କ ଶାସନ କାଳାରେ ଏଠାକାର କଳା, ନାଚ ଆଦି ଖୁବ ସମୃଦ୍ଧ ହୋଇଅଛି । ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି ।

ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣୀ ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି ।

Answered by itzmecutejennei
0

Answer:

ପ୍ରମୋଦ କୁମାର ଶତପଥୀ, ଜଣେ ଅଶୋକ ଚକ୍ର ବିଜେତା ପୋଲିସ ଅଧିକାରୀ ଥିଲେ । ସେ ଓଡ଼ିଶା ପୋଲିସ ଅଧିନରେ ଥିବା ଓଡ଼ିଶା ସ୍ପେସିଆଲ ଆର୍ମଡ଼ ଫୋର୍ସ ପୋଲିସର ସ୍ପେସିଆଲ ଅପରେସନ ଗ୍ରୁପରେ ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଥିଲେ ।[୧] ୨୦୦୯ରେ ତାଙ୍କ ଅଶୋକ ଚକ୍ର ସମ୍ମାନରେ ସମ୍ମାନୀତ କରାଯାଇଥିଲା

Similar questions