(1) (ii) (iii) ବସ୍ତୁର ପ୍ରତିବିମ୍ବ ଉପଯୁକ୍ତ ଶକଦ୍ଵାରା ଶୂନ୍ୟସ୍ଥାନ ପୂରଣକର । ଦ୍ୱାରା ଆମେ ଦେଖୁରୁ । ଆଲୋକ ରଶ୍ମି ରେଖାରେ ଗତି କରେ । ଦର୍ପଣରେ ଓଲଟା ଦେଖାଯାଏ (iv) ସମତଳ ଦର୍ପଣରେ – ପ୍ରତିବିମ୍ବ ଗଠିତ ହୁଏ । ଦର୍ପଣରେ ମୁହଁ ଦେଲେ ମୁହଁ ବଡ଼ ଦେଖାଯାଏ (vi) ଅବତଳ ଦର୍ପଣର ଅତି ନିକଟରେ ବସ୍ତୁ ରଖିଲେ ପ୍ରତିବି (vii) ଅବତଳ ଦର୍ପଣଠାରୁ ଦୂରରେ ବସ୍ତୁ ରଖିଲେ ତାହାର । (v)
Answers
Answer:
ପ୍ରତିବିମ୍ବ ଉପଯୁକ୍ତ ଶକଦ୍ଵାରା ଶୂନ୍ୟସ୍ଥାନ ପୂରଣକର ।ଦ୍ୱାରା ଆମେ ଦେଖୁରୁ ଆଲୋକ ରଶ୍ମି ରେଖାରେ ଗତି କରେ । ଦର୍ପଣରେ ଓଲଟା ଦେଖାଯାଏ ()ସମତଳ ଦର୍ପଣରେ – ପ୍ରତିବିମ୍ବ ଗଠିତ ହୁଏ । ଦର୍ପଣରେ ମୁହଁ ଦେଲେ ମୁହଁ ବଡ଼ ଦେଖାଯାଏ (vi) ଅବତଳ ଦର୍ପଣର ଅତି ନିକଟରେ ବସ୍ତୁ ରଖିଲେ ପ୍ରତିବି ଅବତଳ ଦର୍ପଣଠାରୁ ଦୂରରେ ବସ୍ତୁ ରଖିଲେ ତାହାର
Answer:
i dont need brainllest because i am a hero
what a easy question
do you wana f u c k with me
Explanation:
ସରସ୍ୱତୀ ପୂଜା
ଉଇକିପିଡ଼ିଆ ରୁ
Jump to navigationJump to search
ଇଂରାଜୀ ଲିଙ୍କ Help[ଦେଖାଇବେ]
ସରସ୍ୱତୀ ପୂଜା
Saraswati with Vitarka Mudra.JPG
ସରସ୍ୱତୀଙ୍କ ଏକ ପାରମ୍ପରିକ ମୂର୍ତ୍ତି
ଅନ୍ୟ ନାମ ଶ୍ରୀପଞ୍ଚମୀ
ପାଳନକାରୀ ବିଦ୍ୟାର୍ଥୀ
ବିଶେଷତା ଜଗନ୍ନାଥ ମହାପ୍ରଭୁଙ୍କ ପଞ୍ଚପଲ୍ଲବ ଲାଗି
ରଥଯାତ୍ରା ନିମନ୍ତେ ରଥକାଠ ଅନୁକୂଳ
ପର୍ବ ପାଳନ ଉପବାସ, ଉଜାଗର, ପୂଜା
ତାରିଖ ମାଘ ଶୁକ୍ଳ ପଞ୍ଚମୀ
୨୦୨୦ ତାରିଖ ୩୦ ଜାନୁଆରୀ (ଗୁରୁବାର)
୨୦୨୧ ତାରିଖ ୧୬ ଫେବୃଆରୀ (ମଙ୍ଗଳବାର)
ସରସ୍ୱତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ୱତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି । ଏଇ ଦିନ ପିଲାମାନେ ଦେବୀ ସରସ୍ୱତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି ।
ମା ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ୱତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।
ପ୍ରାଚୀନ କାଳରେ ରାଜା ମହାରାଜାମାନେ ଶ୍ରୀ ପଞ୍ଚମୀକୁ 'ରତିକାମ ମହୋତ୍ସବ' ରୂପେ ପାଳନ କରୁଥିଲେ ।
ବିଷୟସୂଚୀ
୧ ବୈଶିଷ୍ଟ୍ୟ
୨ ପୂଜାବିଧି
୨.୧ ପରମ୍ପରା
୩ ଶ୍ରୀମନ୍ଦିରରେ ବସନ୍ତ ପଞ୍ଚମୀ
୪ ଆଧାର
ବୈଶିଷ୍ଟ୍ୟ
ମାଘମାସ ଶୁକ୍ଳ ପଞ୍ଚମୀକୁ ଶ୍ରୀପଞ୍ଚମୀ ବା ବସନ୍ତପଞ୍ଚମୀ ଭାବେ ପାଳନ କରାଯାଏ । ଋତୁରାଜ ବସନ୍ତ ମନ୍ଦ ମଳୟରେ ଫୁଲର ସୁରଭି ଭରି ସ୍ୱାଗତ କରେ ବିଦ୍ୟାଦାୟିନୀ ମା' ସରସ୍ୱତୀଙ୍କୁ ମାଘ ଶୁକ୍ଳ ପଞ୍ଚମୀରେ । ଶୁକ୍ଳ ପ୍ରତିପଦା ଠାରୁ ଆରମ୍ଭ ହେଇଥାଏ ଗୁପ୍ତ ନବରାତ୍ର । ଏହି ଗୁପ୍ତ ନବରାତ୍ରରେ ଦୈବୀଶକ୍ତିଙ୍କର ପୂର୍ଣ୍ଣ ପ୍ରଭାବଥାଏ । ମା' ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା । ମା' ସରସ୍ୱତୀ, ମା' ଲକ୍ଷ୍ମୀ , ମା' କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର । ମାଘ ଶୁକ୍ଳ ପଞ୍ଚମୀରେ ଆଦ୍ୟାଶକ୍ତି ମହାସରସ୍ୱତୀ ସ୍ୱତନ୍ତ୍ର ରୂପରେ ପୂଜା ପାଇଥାନ୍ତି ।
ପ୍ରାଚୀନ କାଳରେ ରାଜା ମହାରାଜାମାନେ ଏହି ଦିନକୁ କୌମୁଦୀ ମହୋତ୍ସବ ରୂପେ ପାଳନ କରୁଥିଲେ । ଫୁଲରେ ରାଜଉଆସ ସଜା ହେଉଥିଲା, ଫୁଲର ଦୋଳିରେ ରାଜାରାଣୀ ଦୋଳି ଖେଳୁଥିଲେ, ପ୍ରଜାମାନେ ଆସି ରାଜ ଉଆସରେ ଭୋଜନ କରୁଥିଲେ । ମାଘ ପଞ୍ଚମୀରେ ଗୋପୀମାନେ ମଧ୍ୟ କୃଷ୍ଣଙ୍କ ସହ ରାସ ଉତ୍ସବ ମନାଉଥିଲେ ।
କେତେକ ଅଞ୍ଚଳରେ ପବିତ୍ରତାର ସହ ଉଭୟ ସ୍ୱାମୀ-ସ୍ତ୍ରୀ ମାଘ ଶୁକ୍ଳ ପଞ୍ଚମୀକୁ ପ୍ରେମ ଦିବସ ରୂପେ ପାଳନ କରିଥାନ୍ତି । କାମଦେବ ଓ ରତିଙ୍କୁ ହଳଦିଆ ଫୁଲରେ ପ୍ରତିମା କରି ଦାମ୍ପତ୍ୟ ସୁଖପାଇଁ ପୂଜା କରିଥାନ୍ତି । ଶାସ୍ତ୍ର ଅନୁସାରେ ଶ୍ରୀପଞ୍ଚମୀ ଦିନ ବିବାହ , ନିର୍ବନ୍ଧ କାର୍ଯ୍ୟ କଲେ ଦାମ୍ପତ୍ୟ ଜୀବନ ସୁଖମୟ ହୋଇଥାଏ । ଯେଉଁମାନଙ୍କର ବିବାହ ହେଇପାରୁନି , ସେମାନେ ଏହି ସମୟରେ ଶ୍ରଦ୍ଧା ଭକ୍ତିର ସହ ହଳଦୀ ଲଗାଇ ସ୍ନାନକରି ହଳଦିଆ ବସ୍ତ୍ର ପରିଧାନ କରି କୃଷ୍ଣ ଭଗବାନଙ୍କୁ ହଳଦିଆ ବସ୍ତ୍ରରେ ସଜାଇ ହଳଦିଆ ଫୁଲରେ ସଜାହେଇଥିବା ଝୁଲାରେ ଝୁଲାଇ ବସନ୍ତ ଉତ୍ସବ ପାଳନ କଲେ ବିବାହ ସହଜରେ ହୋଇଯାଏ ବୋଲି ବିଶ୍ୱାସ ରହିଛି ।