Math, asked by jatindas7205891115, 1 day ago

ଗୋଟିଏ ଆୟତକ୍ଷେତ୍ରର ଦୈର୍ଘ୍ୟ 12 ମିଟର ଓ ପ୍ରସ୍ଥ 10ମିଟର । ଏହାର ଦୈର୍ଘ୍ୟ 3 ମିଟର କମିଗଲେ, କ୍ଷେତ୍ରଫଳ କେତେ କମିଯିବ ?

Answers

Answered by suhildewan35
1

Step-by-step explanation:

ଯଦି ଜଣେ ଜ୍ଞାନୀ ହେବାକୁ ଗ୍ଭହେଁ, ସେ ତା’ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁଯୋଗ ଘୃଣା କରେ ସେ ମୂର୍ଖ।

2 ସ‌‌‌ତ୍‌‌‌ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା’ନ୍ତି। କିନ୍ତୁ ଯେଉଁ ବ୍ୟକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହେବ।

3 କୁପଥ ଦ୍ୱାରା କେହି ସୁରକ୍ଷିତ ହେବ ନାହିଁ। କିନ୍ତୁ ଧାର୍ମିକ ଲୋକମାନେ ନିରାପଦରେ ରହିବେ।

4 ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ। ଲଜ୍ଜାଦାୟୀନୀ ସ୍ତ୍ରୀ ତା’ର ହାଡ଼ ସବୁର କ୍ଷୟ ସ୍ୱରୂପ।

5 ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।

6 ଦୁଷ୍ଟମାନେ ରକ୍ତପାତ କରିବାକୁ ସେମାନଙ୍କର ଶବ୍ଦଗୁଡ଼ିକ

please mark me as branly

Similar questions