Math, asked by jeetkumarsahu324, 9 months ago

ଗୋଟିଏ ଆୟତକ୍ଷେତ୍ରର କ୍ଷେତ୍ରଫଳ ବର୍ଗକ୍ଷେତ୍ରର କ୍ଷେତ୍ରଫଳର ଅଧା । ଏହାର ଗୋଟିଏ ବାହୁର ଦେବ
ବର୍ଗକ୍ଷେତ୍ରର ବାହୁର ଦୈର୍ଘ୍ୟ ଠାରୁ 12 ମିଟର ବେଶୀ ଏବଂ ଅନ୍ୟ ବାହର ଦୈର୍ଘ୍ୟ 12 ମିଟର କମ୍ ହେଲେ
ଆୟତକ୍ଷେତ୍ରରେ କ୍ଷେତ୍ରଫଳ ନିର୍ଣ୍ଣୟ କର ।
ଗୋଟିଏ ଘରର ଚାରିକାନ୍ଥର କ୍ଷେତ୍ରଫଳ 540 ବର୍ଗ ମିଟର ଏବଂ କାନ୍ଥର ଉଚ୍ଚତା 10 ମିଟର । ଘରର ଦୈର୍ଘ୍ୟ
ପ୍ରସ୍ତର ଅନୁପାତ 5:4 ହେଲେ, ଚଟାଣର କ୍ଷେତ୍ରଫଳ ନିର୍ଣ୍ଣୟ କର ।
ଗୋଟିଏ ବର୍ଗାକାର ଜମିର ବାହାର ଧାରକୁ ଲାଗି 2 ମିଟର ଚଉଡ଼ା ର ଏକ ରାସ୍ତା ଅଛି । ରାସ୍ତାର କ୍ଷେତ୍ରପ
416 ବର୍ଗ ମିଟର ହେଲେ ଜମିର କ୍ଷେତ୍ରଫଳ ନିର୍ଣ୍ଣୟ କର ।
ଗୋଟିଏ ସମକୋଣୀ ତ୍ରିଭୁଜର ଭୂମିର ଦୈର୍ଘ୍ୟ 44 ମିଟର, ଏବଂ ଅନ୍ୟ ଦୁଇବାହୁର ଦୈର୍ଘ୍ୟର ସମଷ୍ଟି 88 ମିବ
ହେଲେ ଏହାର କ୍ଷେତ୍ରଫଳ ନିର୍ଣ୍ଣୟ କର ।
କୌଣସି ସମକୋଣୀ ତ୍ରିଭୁଜର ସମକୋଣ ସଂଲଗ୍ନ ବାହୁଦ୍ୱୟର ଦୈର୍ଘ୍ୟ ଯଥାକ୍ରମେ 45 ସେ.ମି. ଓ 60 ସେ.
ହେଲେ ସମକୋଣରୁ କଣ୍ଠ ପ୍ରତି ଅଙ୍କିତ ଲମ୍ବର ଦୈର୍ଘ୍ୟ ନିର୍ଣ୍ଣୟ କର ।
ଗୋଟିଏ ସମବାହୁ ତ୍ରିଭୁଜର ପ୍ରତ୍ୟେକ ବାହୁର ଦୈର୍ଘ୍ୟ 2 ମିଟର ବଢ଼ାଇଦେଲେ ଏହାର କ୍ଷେତ୍ରଫଳ 63 s
ମିଟର ବଢ଼ିଯାଏ । ଏହାର ପ୍ରତ୍ୟେକ ବାହୁର ଦୈର୍ଘ୍ୟ ନିର୍ଣ୍ଣୟ କର ।
ଗୋଟିଏ ସମବାହୁ ତ୍ରିଭୁଜର ପ୍ରତ୍ୟେକ ବାହୁର ଦୈର୍ଘ୍ୟ 2 ସେ.ମି. କମାଇଦେଲେ ତାହାର କ୍ଷେତ୍ରଫଳ 16​

Answers

Answered by jaganb702
0

Answer:

୫। ଗୋଟିଏ ଆୟତକ୍ଷେତ୍ରର ଦୈର୍ଘ୍ୟ ଓ ପ୍ରସ୍ଥ ସମାନ । ପରିସୀମା ୪୦ ମିଟର ହେଲେ

Similar questions