Math, asked by khamaripratibha5, 7 months ago

ଗୋଟିଏ ଫମ୍ପା ଦାତବ ଗୋଲକ ର ଅନ୍ତବ୍ୟାସାର୍ଦ୍ଧ 3ସେମି ଓ ବହିବ୍ୟାସାର୍ଦ୍ଧ 6ସେମ ପ୍ରତି ଗନ ସେମି ଧାତୁ ର ବସ୍ତୁତ୍ୱ 8ଗ୍ରାମ ହେଲେ ତାର ବସ୍ତୁତ୍ୱ ନିର୍ଣ୍ଣୟ କର? ​

Answers

Answered by ʙᴇᴀᴜᴛʏᴀɴɢᴇʟ
0

Step-by-step explanation:

ବଳରାମ ଦାସ ଓଡ଼ିଶାରେ ଜନ୍ମିତ ଓଡ଼ିଆ ଭାଷାର କବି ଥିଲେ । ସେ ଓଡ଼ିଆରେ ଅନେକ ପୁରାଣ ଓ ଭକ୍ତିମୂଳକ କାବ୍ୟକବିତା ରଚନା କରିଛନ୍ତି । ଦାଣ୍ଡି ବା ଜଗମୋହନ ରାମାୟଣ ଓ ଲକ୍ଷ୍ମୀ ପୁରାଣ ତହିଁ ମଧ୍ୟରୁ ଅନ୍ୟତମ । ବଳରାମ ଦାସଙ୍କର ଜନ୍ମବର୍ଷ ୧୪୮୪ ବୋଲି ଅନୁମାନ କରାଯାଇଥାଏ l [୧] ତାଙ୍କ ବାପାଙ୍କ ନାମ ଶ୍ରୀ ସୋମନାଥ ମହାପାତ୍ର ଓ ମାଆଙ୍କ ନାମ ମନୋମାୟା ବା ମହାମାୟା l ସୋମନାଥ ପ୍ରତାପରୁଦ୍ରଦେବଙ୍କ ଶାସନକାଳରେ ଜଣେ ମନ୍ତ୍ରୀରୂପେ ନିଯୁକ୍ତ ଥିଲେ । ବଳରାମ ଦାସ ପୁରୀ ଶ୍ରୀକ୍ଷେତ୍ରରେ ଅବସ୍ଥାନ କରୁଥିଲେ ବୋଲି ଉଲ୍ଲେଖ ରହିଥିଲେ ମଧ୍ୟ କଟକ ଜିଲ୍ଲାର ଯାଜପୁର ତାଙ୍କର ପ୍ରକୂତ ଜନ୍ମସ୍ଥାନ ଥିଲା ବୋଲି ଆଉ ଗୋଟିଏ ମତ ମଧ୍ୟରହିଛି । ଶ୍ରୀ ଚୈତନ୍ୟ ପୁରୀକୁ ଆସିବା ସମୟକୁ ବଳରାମ ପୁରୀକୁ ଆସିସାରିଥିଲେ ଓ ଓଡ଼ିଆ ରାମାୟଣ(ଜଗମୋହନ ରାମାୟଣ)ର ରଚନା କରିସାରିଥିଲେ

please mark as brainlist

Similar questions