Geography, asked by aazmeenshaikh200665, 10 months ago

4. ‘କ’ ସ୍ତମ୍ଭରେ ଦିଆଯାଇଥିବା ତଥ୍ୟ ସହିତ ଖ' ସ୍ତମ୍ଭରେ ଥିବା ଖଣିଜଗୁଡ଼ିକୁ ଯୋଡ଼ ।
‘କ’ ସ୍ତମ୍ଭ
ଖ' ସ୍ତମ୍ଭ
ଲୌହବିହୀନ
ବକ୍ସାଇଟ
ସିମେଣ୍ଟ ଶିଜର କଞ୍ଚାମାଲ
ଜିପସମ୍ଭ
ଆଲୁମିନିୟମ
କ୍ଷେତ୍ରୀ
ଅଭ
ବାଷୀଭବନ ଯୋଗୁ ସୃଷ୍ଟ
ଚୁନପଥର
ମାଙ୍ଗାନିଜ



Answers

Answered by mastermaths55
0

Answer:

ଭାରତୀୟ ସମ୍ବିଧାନ ଏକ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ସ୍ଥାପନ କରିଛି ।ତେଣୁ ସାଧାରଣତନ୍ତ୍ରରେ ଏହାର ଅଧିକାରୀମାନଙ୍କ କାର୍ଯ୍ୟକାରିତା କେତେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ, ସୀମିତ ସମ୍ବଳର ସର୍ବୋଚ୍ଚ ବିନିଯୋଗ କିପରି ହେଉଛି ,ଦୁର୍ନୀତିର ନିରାକରଣ ତଥା ସରକାର ଓ ଏହାର ପରିକରଣଗୁଡିକୁ ଶାସିତମାନଙ୍କ ନିକଟରେ ଉତ୍ତରଦାୟୀ କରିବା ପାଇଁ ସୂଚନା ଅଧିକାର ଆଇନ କାର୍ଯ୍ୟ କରୁଅଛି ।ଜୀବନ, ସ୍ୱତନ୍ତ୍ରତା ଓ ନିରାପତ୍ତାର ଅଧିକାର ହେଉଛି ସର୍ବାଧିକ ଗୁରୁତ୍ତ୍ୱପୂର୍ଣ୍ଣ ଅଧିକାର ଯାହାମଧ୍ୟରେ ଅନ୍ତର୍ଗତ ରହିଛି ସୂଚନା ଅଧିକାର ଭଳି ଅନ୍ୟ କେତକ ଅଧିକାର।ଏହା ଭାରତୀୟ ମୌଳିକ ଅଧିକାର ଅନ୍ତର୍ଗତ ୧୯ ଧାରାରେ ଦିଆଯାଇଥିବା ବଚ଼ନ ଓ ଅଭିବ୍ୟକ୍ତିର ସ୍ୱାଧୀନତାର ଅର୍ନ୍ତଭୁକ୍ତ । ଏହାଦ୍ୱାରା ଜନସାଧାରଣମାନେ କୌଣସି ବିଷୟରେ ମଧ୍ୟ ସୂଚନା ପାଇପାରିବେ ।ସରକାରୀ କର୍ତ୍ତୃପକ୍ଷ ନିୟନ୍ତ୍ରଣରେ ଥିବା ତଥ୍ୟ ସମୂହର ସୂଚନା ସଂଗ୍ରହ ପାଇଁ ନାଗରିକମାନଙ୍କର ଅଧିକାରକୁ ରୂପାୟନ କରାଇ ସେମାନଙ୍କୁ ସୂଚନା ପ୍ରଦାନ କରିବା ଏହି ଅଧିକାରର କାର୍ଯ୍ୟ ।ଏଥିପାଇଁ କେନ୍ଦ୍ର ସୂଚନା ଆୟୋଗ ଏବଂ ରାଜ୍ୟରେ ରାଜ୍ୟ ସୂଚନା ଆୟୋଗ ରହିବେ ।ଏଥିସହ ସଂପୃକ୍ତ ଆନୁସଙ୍ଗିକ ବିଷୟଗୁଡିକ ନିମନ୍ତେ ବ୍ୟବସ୍ଥା କରିବା ପାଇଁ ଏହି ଅଧିନିୟମ ରହିଛି ।

Explanation:

Similar questions