Math, asked by AdyaDibya, 9 months ago

ଗୋଟିଏ ସାମାନ୍ତରିକ କ୍ଷେତ୍ରର ଭୂମିର ଦୈର୍ଘ୍ୟ = 6 ସେ.ମି.ଓ ଭଳତା 3 ସେ.ମି., ହେଲେ ଏହାର
କ୍ଷେତ୍ରଫଳ କେତେ ?

Answers

Answered by Anonymous
0

Step-by-step explanation:

ଆର୍ଯ୍ୟଭଟ୍ଟ[୧][୨] (ସନ ୪୭୬– ସନ ୫୫୦)[୩][୪] ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ)[୫] ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।

hope it helps plzz mark as brainliest

Similar questions