Math, asked by singersmruti, 7 months ago

କେ
c) AABCର ପରିବୃତ୍ତର କେନ୍ଦ୍ର ‘୦’ ତ୍ରିଭୁଜଟିର ଏକ ବହିସ୍ଥ ବିନ୍ଦୁ
ହେଲେ, mZBAC - mZOBC = କେତେ ?​

Answers

Answered by ItzParth14
3

କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।[୧]) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ ।[୨] ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହୋଇଯାଉଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । [୩] ଟାଇମସ୍ ଅଫ ଇଣ୍ଡିଆଙ୍କର ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଓ ଏନ.ଡି.ଟି.ଭି.ର ସୂଚିଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।

Similar questions