India Languages, asked by sunil1519, 1 year ago

essay on RATH JATRA in odia language​

Answers

Answered by kumarkushagra90i
5

Answer: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ପୁରୀ ତଥା ଦେଶ ବିଦେଶରେ ପାଳିତ ହୋଇ ଆସୁଥିବା ଜଗନ୍ନାଥ ସଂସ୍କୃତିର ଏକ ଅନନ୍ୟ ପର୍ବ । ଅଧୁନା ଏହା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ ।ଏହା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।

Similar questions