CBSE BOARD XII, asked by surajkumartudu2005, 3 months ago

l
କୃପ ମଧ୍ୟରେ ଥିବା ଅଭୁତ ଜନ୍ତୁଟି କିପରି ଥିଲା ?​

Answers

Answered by Pallakavya
0

Explanation:

ମେଷ – ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

ବୃଷ – ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ ।ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ ।ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ ।

ମିଥୁନ – ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।

କର୍କଟ – ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ ।

ସିଂହ – ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ ।

କନ୍ୟା – ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି ।ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି ।ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚ଼େଷ୍ଟା କରନ୍ତୁ ।

Answered by swayamshree1132
3

Explanation:

କେଉଁ ପାଠର ବିଷୟ ଦିଦି

ସୁଭ ସକାଳ ଦିଦି

Similar questions