Hindi, asked by puspanjalip662, 8 months ago

ଡ) ଆଲୋକ କି’ ପ୍ରକାର ବସ୍ତୁ ? please tell in odia ​

Answers

Answered by Anonymous
14

Answer:

ଆଲୋକ ଏକ ପ୍ରକାରର ଶକ୍ତି ଅଟେ । ଏହା ଆମ ଆଖି ବାରି ପାରୁଥିବା ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗ ଅଟେ । ପଦାର୍ଥ ବିଜ୍ଞାନରେ ଅନେକ ସମୟରେ ଏହା ଉଭୟ ଦୃଶ୍ୟ ଓ ଅଦୃଶ୍ୟ ବିଦ୍ୟୁତ୍-ଚୁମ୍ବକୀୟ ତରଙ୍ଗକୁ ବୁଝାଇଥାଏ । ଆଲୋକ କ୍ଷୁଦ୍ର ଗୁଚ୍ଛ ଆକାରରେ ବିଦ୍ୟମାନ ଥାଏ । ଏହା ଉଭୟ ତରଙ୍ଗ ଓ ପଦାର୍ଥର ଗୁଣ ପ୍ରଦର୍ଶନ କରିଥାଏ । ଆଲୋକବିଜ୍ଞାନ ଅଧୁନା ପଦାର୍ଥ ବିଜ୍ଞାନର ଏକ ଗୁରୁତ୍ୱପୂର୍ଣ ଗବେଷଣା ଅଟେ ।

..

Similar questions