write six word in Oriya and five lines
Answers
Answered by
12
hey mate.........
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା ୮୦ % ଲୋକ ବ୍ୟବହର କରନ୍ତି ।[୧] ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ[୨])ରେ କୁହାଯାଇଥାଏ । ଏହା ଓଡ଼ିଶାରପ୍ରଶାସନିକ ଭାଷା । ଏହା ଭାରତର ସମ୍ବିଧାନ ସ୍ଵିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।[୩][୪][୫][୬][୭][୮] ଓଡ଼ିଆ ଷଷ୍ଠ ଭାରତୀୟ ଭାଷା ଭାବରେ ଏକ ସ୍ୱତନ୍ତ୍ର ଓ ଅନ୍ୟ ଭାଷାଦ୍ୱାରା ପ୍ରଭାବିତ ହୋଇ ନ ଥିବା ଭାଷା ଭାବରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଛି ।[୯][୧୦][୧୧][୧୨][୧୩][୧୪]
pls mark brainlist answer

PrAbHuDuTt11:
(^^)
Answered by
0
Answer:
please मे नहीं करश्ता आप प्रश्न का उतर दीजिए हिन्दी में उतर
Similar questions